2 ଶାମୁୟେଲ 14:31 - ପବିତ୍ର ବାଇବଲ31 ଯୋୟାବ ଉଠି ଅବଶାଲୋମର ଗୃହକୁ ଆସିଲେ। ଯୋୟାବ ଅବଶାଲୋମକୁ କହିଲା, “କାହିଁକି ତୁମ୍ଭର ଦାସମାନେ ମୋ’ ବିଲରେ ନିଆଁ ଲଗାଇଲେ?” See the chapterପବିତ୍ର ବାଇବଲ (Re-edited) - (BSI)31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ? See the chapterଓଡିଆ ବାଇବେଲ31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋ’ କ୍ଷେତ୍ରରେ ନିଆଁ ଲଗାଇଲେ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?” See the chapter |