Online Bible

- Advertisements -




2 ଶାମୁୟେଲ 15:17 - ପବିତ୍ର ବାଇବଲ

17 ରାଜା ଗ୍ଭଲି ଗଲେ ଓ ତାଙ୍କ ପଛେ ପଛେ ସମସ୍ତ ଲୋକ ଗଲେ। ସେମାନେ ଶେଷ ମୁଣ୍ଡରେ ଥିବା ଗୃହରେ ଅଟକି ଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବୈଥ୍-ହମ୍ମିର୍ହକରେ ରହିଲେ।

See the chapter Copy

ଓଡିଆ ବାଇବେଲ

17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୁର ସ୍ଥାନରେ) ରହିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୂର ସ୍ଥାନରେ) ରହିଲେ।

See the chapter Copy




2 ଶାମୁୟେଲ 15:17

Follow us:

Advertisements


Advertisements