2 ଶାମୁୟେଲ 15:33 - ପବିତ୍ର ବାଇବଲ33 ସେଥିରେ ଦାଉଦ ତାଙ୍କୁ କହିଲେ, “ତୁମ୍ଭେ ଯଦି ମୋ’ ସହିତ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋର ଭାର ସଦୃଶ ହେବ। See the chapterପବିତ୍ର ବାଇବଲ (Re-edited) - (BSI)33 ତହିଁରେ ଦାଉଦ ତାହାକୁ କହିଲେ, ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ଵରୂପ ହେବ। See the chapterଓଡିଆ ବାଇବେଲ33 ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋ’ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋ’ ପ୍ରତି ଭାର ସ୍ୱରୂପ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ। See the chapter |