Online Bible

- Advertisements -




2 ଶାମୁୟେଲ 15:35 - ପବିତ୍ର ବାଇବଲ

35 ସେଠାରେ ତୁମ୍ଭ ସହିତ ଯାଜକ ସାଦୋକ ଓ ଅବିୟାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରୁ ଯାହାସବୁ ଶୁଣିବ, ତାହା ସାଦୋକ ଓ ଅବିୟାଥର ଯାଜକକୁ ଜଣାଇବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।

See the chapter Copy

ଓଡିଆ ବାଇବେଲ

35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।

See the chapter Copy




2 ଶାମୁୟେଲ 15:35

Follow us:

Advertisements


Advertisements