2 ଶାମୁୟେଲ 15:37 - ପବିତ୍ର ବାଇବଲ37 ତା'ପରେ ଦାଉଦଙ୍କର ବନ୍ଧୁ ହୂଶୟ ନଗରକୁ ଆସିଲା ଏବଂ ଅବଶାଲୋମ ମଧ୍ୟ ଯିରୁଶାଲମରେ ପହଞ୍ଚିଲେ। See the chapterପବିତ୍ର ବାଇବଲ (Re-edited) - (BSI)37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା। See the chapterଓଡିଆ ବାଇବେଲ37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା। See the chapter |