2 ଶାମୁୟେଲ 15:6 - ପବିତ୍ର ବାଇବଲ6 ଇସ୍ରାଏଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ୟବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇସ୍ରାଏଲ ଲୋକମାନଙ୍କର ହୃଦୟକୁ ଜୟ କଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। See the chapterଓଡିଆ ବାଇବେଲ6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। See the chapter |