2 ଶାମୁୟେଲ 16:7 - ପବିତ୍ର ବାଇବଲ7 ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍; See the chapterଓଡିଆ ବାଇବେଲ7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ! See the chapter |