Online Bible

- Advertisements -




2 ଶାମୁୟେଲ 17:24 - ପବିତ୍ର ବାଇବଲ

24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।

See the chapter Copy

ଓଡିଆ ବାଇବେଲ

24 ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।

See the chapter Copy




2 ଶାମୁୟେଲ 17:24

Follow us:

Advertisements


Advertisements