Online Bible

- Advertisements -




2 ଶାମୁୟେଲ 17:28 - ପବିତ୍ର ବାଇବଲ

28 ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଶଯ୍ୟା ଓ ପାନପାତ୍ର ଓ ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ ଓ ଯବ ଓ ମଇଦା ଓ ଭଜାଶସ୍ୟ ଓ ଶିମ ଓ ମସୁର ଓ ଭଜା ବିରି

See the chapter Copy

ଓଡିଆ ବାଇବେଲ

28 ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଓ ଭଜା ବିରି

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି

See the chapter Copy




2 ଶାମୁୟେଲ 17:28

Follow us:

Advertisements


Advertisements