2 ଶାମୁୟେଲ 18:1 - ପବିତ୍ର ବାଇବଲ1 ଦାଉଦ ଲୋକମାନଙ୍କୁ ଗଣି 1,000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ଆପଣା ସଙ୍ଗୀ ଲୋକମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତି ନିଯୁକ୍ତ କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ। See the chapter |