2 ଶାମୁୟେଲ 18:10 - ପବିତ୍ର ବାଇବଲ10 ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।” See the chapterପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଜଣେ ମନୁଷ୍ୟ ତାହା ଦେଖି ଯୋୟାବକୁ ଜଣାଇ କହିଲା, ଦେଖ, ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି। See the chapterଓଡିଆ ବାଇବେଲ10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!” See the chapter |