Online Bible

- Advertisements -




2 ଶାମୁୟେଲ 18:13 - ପବିତ୍ର ବାଇବଲ

13 ଯଦି ମୁଁ ଅବଶାଲୋମକୁ ହତ୍ୟା କରିଥା’ନ୍ତି, ରାଜା ଏ କଥା ଜାଣିଥା’ନ୍ତେ ଏବଂ ଆପଣ ମୋର ରକ୍ଷା କରିବାକୁ ଆସି ନ ଥା’ନ୍ତେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ଯେବେ ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ଵାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; ଆଉ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।

See the chapter Copy

ଓଡିଆ ବାଇବେଲ

13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”

See the chapter Copy




2 ଶାମୁୟେଲ 18:13

Follow us:

Advertisements


Advertisements