2 ଶାମୁୟେଲ 18:22 - ପବିତ୍ର ବାଇବଲ22 କିନ୍ତୁ ସାଦୋକର ପୁତ୍ର ଅହୀମାସ ପୁନର୍ବାର ଯୋୟାବକୁ ଅନୁରୋଧ କଲା, “ଯାହା ହେଉନା ପଛେ, ମୋତେ ମଧ୍ୟ ସେଇ କୂଶୀୟମାନଙ୍କ ପଛରେ ଦାଉଦଙ୍କ ଆଡ଼କୁ ଧାଇଁବାକୁ ଦିଅ।” ଯୋୟାବ କହିଲେ, “ମୋ’ ପୁତ୍ର, ତୁମ୍ଭେ କାହିଁକି ଏ ଖବର ନେବାକୁ ଇଚ୍ଛା କର? ଏହା ପାଇଁ କୌଣସି ପୁରସ୍କାର ପାଇବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)22 ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବକୁ କହିଲା, ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ। ତହିଁରେ ଯୋୟାବ କହିଲା, ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ଵାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ? See the chapterଓଡିଆ ବାଇବେଲ22 ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?” See the chapter |