2 ଶାମୁୟେଲ 18:4 - ପବିତ୍ର ବାଇବଲ4 ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।” ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି। ଏଉତ୍ତାରେ ରାଜା ନଗର ଦ୍ଵାର-ପାର୍ଶ୍ଵରେ ଠିଆ ହେଲେ ଓ ସମସ୍ତ ଲୋକ ଶତ ଶତ ଓ ସହସ୍ର ସହସ୍ର ହୋଇ ବାହାରି ଗଲେ। See the chapterଓଡିଆ ବାଇବେଲ4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ। See the chapter |