2 ଶାମୁୟେଲ 18:9 - ପବିତ୍ର ବାଇବଲ9 ଅବଶାଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦେଖା ହେଲା। ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ି ଥିଲା। ସେ ଯେତେବେଳେ ଖଚରରେ ଆରୋହଣ କରୁଥିଲା, ସେ ଖସିଯିବା ପାଇଁ ଗ୍ଭହୁଁଥିଲା ସେହି ସମୟରେ ଏକ ବିରାଟ ଅଲୋନ୍ବୃକ୍ଷରେ ତା'ର ମୁଣ୍ଡ ଧକ୍କା ହେଲା ଏବଂ ବାଳଗୁଡ଼ାକ ଗଛ ଡାଳରେ ଲାଗି ଭୂମିର ଉପରେ ଝୁଲି ରହିଲା। ଯେତେବେଳେ ଖଚରଟି ସେହି ବାଟେ ଦୌଡ଼ିଥିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ଦାସମାନଙ୍କୁ ଭେଟିଲା। ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା। See the chapterଓଡିଆ ବାଇବେଲ9 ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା। See the chapter |