2 ଶାମୁୟେଲ 19:19 - ପବିତ୍ର ବାଇବଲ19 ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)19 ଆଉ ସେ ରାଜାଙ୍କୁ କହିଲା, ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। See the chapterଓଡିଆ ବାଇବେଲ19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ’ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ’ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। See the chapter |