2 ଶାମୁୟେଲ 19:22 - ପବିତ୍ର ବାଇବଲ22 ଦାଉଦ କହିଲେ, “ହେ ସରୁୟାର ପୁତ୍ର, ତୁମ୍ଭମାନଙ୍କ ସହିତ ମୁଁ କ’ଣ କରିବି? ଆଜି ତୁମ୍ଭେମାନେ ମୋର ବିରୁଦ୍ଧରେ ଅଛ। ଇସ୍ରାଏଲରେ କୌଣସି ଲୋକକୁ ମୃତ୍ୟୁ ଦଣ୍ତ ଦିଆଯିବ ନାହିଁ। ଆଜି ମୁଁ ଜାଣେ ଯେ ମୁଁ ଇସ୍ରାଏଲ ଉପରେ ରାଜା ଅଟେ।” See the chapterପବିତ୍ର ବାଇବଲ (Re-edited) - (BSI)22 ଏଥିରେ ଦାଉଦ କହିଲେ, ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କି ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କି କାହାରି ପ୍ରାଣଦଣ୍ତ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କି ମୁଁ ଜାଣୁ ନାହିଁ? See the chapterଓଡିଆ ବାଇବେଲ22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ’ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ’ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ’ଣ ମୁଁ ଜାଣୁ ନାହିଁ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?” See the chapter |