2 ଶାମୁୟେଲ 19:25 - ପବିତ୍ର ବାଇବଲ25 ଯେତେବେଳେ ମଫୀବୋଶତ୍ ରାଜାଙ୍କୁ ଯିରୁଶାଲମରେ ଦେଖା କଲା, “ରାଜା ପଗ୍ଭରିଲେ ତୁମ୍ଭେ କାହିଁକି ମୋ’ ସହିତ ଗଲ ନାହିଁ?” See the chapterପବିତ୍ର ବାଇବଲ (Re-edited) - (BSI)25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ? See the chapterଓଡିଆ ବାଇବେଲ25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍, ତୁମ୍ଭେ କାହିଁକି ମୋ’ ସଙ୍ଗରେ ଗଲ ନାହିଁ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?” See the chapter |