2 ଶାମୁୟେଲ 19:3 - ପବିତ୍ର ବାଇବଲ3 ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ଲୋକମାନେ ନଗରରେ ପ୍ରବେଶ କଲେ। See the chapterଓଡିଆ ବାଇବେଲ3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ। See the chapter |