2 ଶାମୁୟେଲ 19:33 - ପବିତ୍ର ବାଇବଲ33 ଦାଉଦ ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସହିତ ନଦୀ ପାର ହୋଇ ଆସ। ମୁଁ ତୁମ୍ଭକୁ ଯିରୁଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।” See the chapterପବିତ୍ର ବାଇବଲ (Re-edited) - (BSI)33 ପୁଣି ରାଜା ବର୍ସିଲ୍ଲୟକୁ କହିଲେ, ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି। See the chapterଓଡିଆ ବାଇବେଲ33 ପୁଣି ରାଜା ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।” See the chapter |