2 ଶାମୁୟେଲ 19:4 - ପବିତ୍ର ବାଇବଲ4 ରାଜା ତାଙ୍କର ମୁହଁକୁ ଢାଙ୍କି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ, “ହେ ମୋର ପୁତ୍ର ଅବଶାଲୋମ, ହେ ମୋର ପୁତ୍ର ଅବଶାଲୋମ।” See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ଵରରେ କାନ୍ଦି କହିଲେ, ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର। See the chapterଓଡିଆ ବାଇବେଲ4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।” See the chapter |