2 ଶାମୁୟେଲ 19:7 - ପବିତ୍ର ବାଇବଲ7 ଏବେ ଉଠନ୍ତୁ, ଆପଣଙ୍କର ସୈନ୍ୟମାନଙ୍କୁ ଉତ୍ସାହିତ କରନ୍ତୁ ଏବଂ ସେମାନଙ୍କୁ ଉତ୍ସାହ ଜନକ କଥା କୁହନ୍ତୁ। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି ଯେବେ ଆପଣ ବାହାରକୁ ଯାଆନ୍ତି ନାହିଁ, ତେବେ ଏହି ରାତ୍ରିରେ ଆପଣଙ୍କ ସହିତ କେହି ଜଣେ ହେଲେବି ରହିବେ ନାହିଁ। ଆଉ ଆପଣଙ୍କ ଯୌବନକାଳାବଧି ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି ସେଗୁଡ଼ିକରୁ ହିଁ ଏହି ଦୁର୍ଘଟଣା ବଡ଼ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)7 ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଚିତ୍ତପ୍ରବୋଧକ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯେବେ ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳାବଧି ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ। See the chapterଓଡିଆ ବାଇବେଲ7 ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯା’ନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।” See the chapter |