2 ଶାମୁୟେଲ 2:17 - ପବିତ୍ର ବାଇବଲ17 ସେହି ପ୍ରତିଯୋଗିତା ଏକ ଭୟଙ୍କର ଯୁଦ୍ଧରେ ପରିଣତ ହେଲା। ଦାଉଦର ସୈନ୍ୟମାନେ ସେଦିନ ଅବ୍ନର ଓ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ। See the chapterଓଡିଆ ବାଇବେଲ17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ। See the chapter |