2 ଶାମୁୟେଲ 2:25 - ପବିତ୍ର ବାଇବଲ25 ବିନ୍ୟାମୀନର ପରିବାରବର୍ଗ ଅବ୍ନର ଚତୁର୍ପାର୍ଶ୍ୱରେ ପର୍ବତର ଶିର୍ଷରେ ଘେରି ରହିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)25 ଏଥି ମଧ୍ୟରେ ବିନ୍ୟାମୀନ-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ। See the chapterଓଡିଆ ବାଇବେଲ25 ଏଥି ମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ। See the chapter |