Online Bible

- Advertisements -




2 ଶାମୁୟେଲ 20:10 - ପବିତ୍ର ବାଇବଲ

10 ମାତ୍ର ଯୋୟାବର ହସ୍ତସ୍ଥିତ ‌‌ଖ‌ଡ଼୍‌ଗ ପ୍ରତି ଅମାସା କିଛି ଦୃଷ୍ଟି ଦେଲା ନାହିଁ। ଏବଂ ଯୋୟାବ ସେହି ‌‌ଖ‌ଡ଼୍‌ଗରେ ତା'ର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା। ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ। ସେଥିରେ ହିଁ ସେ ମରି ଯାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶୟ ବିଖ୍ରିର ପୁତ୍ର ପଛରେ ଗୋଡ଼ାଇବାକୁ ଆରମ୍ଭ କଲେ। ଯୋୟାବ ଓ ତା'ର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍‍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍‍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ଵିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।

See the chapter Copy

ଓଡିଆ ବାଇବେଲ

10 ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।

See the chapter Copy




2 ଶାମୁୟେଲ 20:10

Follow us:

Advertisements


Advertisements