2 ଶାମୁୟେଲ 20:12 - ପବିତ୍ର ବାଇବଲ12 ସେ ସମୟରେ ଅମାସା ରାଜପଥ ମଧ୍ୟରେ ନିଜ ରକ୍ତରେ ଲଟପଟ ହୋଇ ପଡ଼ିଥିଲା। ପୁଣି ସେହି ଯୁବକ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜପଥରୁ କ୍ଷେତ୍ରକୁ ନେଇଗଲା। ତା'ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡ଼ାଇ ଦେଲା। ଯେତେ ଲୋକ ତା'ର ନିକଟ ଦେଇ ଆସିଲେ, ପ୍ରତ୍ୟେକକୁ ଠିଆ ହେବାର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦେଲା। See the chapterପବିତ୍ର ବାଇବଲ (Re-edited) - (BSI)12 ସେସମୟରେ ଅମାସା ରାଜଦାଣ୍ତ ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜଦାଣ୍ତରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ତେ ବସ୍ତ୍ର ପକାଇଦେଲା। See the chapterଓଡିଆ ବାଇବେଲ12 ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା। See the chapter |