2 ଶାମୁୟେଲ 20:13 - ପବିତ୍ର ବାଇବଲ13 ଅମାସାକୁ ରାଜ ପଥରୁ ନେଇ ଗଲାପରେ ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ଅମାସା ରାଜଦାଣ୍ତରୁ ଅନ୍ତର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ। See the chapterଓଡିଆ ବାଇବେଲ13 ଅମାସା ରାସ୍ତାରୁ ବାହର କରାଯା’ନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ। See the chapter |