2 ଶାମୁୟେଲ 20:18 - ପବିତ୍ର ବାଇବଲ18 ତା'ପରେ ସ୍ତ୍ରୀଲୋକଟି କହିଲା, “ପୂର୍ବକାଳରେ ଲୋକମାନେ କହୁଥିଲେ, ‘ଲୋକେ ଆବେଲ୍ରେ ସାହାଯ୍ୟ ମାଗିବା ଉଚିତ୍ ଏବଂ ସେମାନେ ଯାହା ଦରକାର କଲେ ତାହା ପାଇପାରିବେ।’ See the chapterପବିତ୍ର ବାଇବଲ (Re-edited) - (BSI)18 ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ। See the chapterଓଡିଆ ବାଇବେଲ18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ। See the chapter |