2 ଶାମୁୟେଲ 20:24 - ପବିତ୍ର ବାଇବଲ24 ଅଦୋରାମ୍ ବେଠି କର୍ମ ଓ କର ଆଦାୟ କରିବାର ଦାୟିତ୍ୱରେ ଥିଲା ଏବଂ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଯେ କି ଥିଲା ଜଣେ ଇତିହାସ ଲେଖକ। See the chapterପବିତ୍ର ବାଇବଲ (Re-edited) - (BSI)24 ଆଉ ଅଦୋରାମ୍ ବେଠି-କର୍ମର ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ ଇତିହାସ-ଲେଖକ, See the chapterଓଡିଆ ବାଇବେଲ24 ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ, See the chapter |