2 ଶାମୁୟେଲ 20:8 - ପବିତ୍ର ବାଇବଲ8 ସେମାନେ ଗିବିୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହେଲା ବେଳେ ଅମାସା ସେମାନଙ୍କର ସମ୍ମୁଖକୁ ଆସିଲା। ବର୍ତ୍ତମାନ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା। ତହିଁ ଉପରେ ଏକ କଟିବନ୍ଧନ ଓ କୋଷବଦ୍ଧ ଖଡ଼୍ଗ ତାହାର କଟି ଦେଶରେ ବନ୍ଧାଥିଲା। ପୁଣି ସେ ଯାଉ ଯାଉ ତାହା ପଡ଼ିଗଲା। ତେଣୁ ଯୋୟାବ ଏହାକୁ ଉଠାଇଲା ଓ ଧରିଲା। See the chapterପବିତ୍ର ବାଇବଲ (Re-edited) - (BSI)8 ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା। ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା। See the chapterଓଡିଆ ବାଇବେଲ8 ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା। See the chapter |