2 ଶାମୁୟେଲ 20:9 - ପବିତ୍ର ବାଇବଲ9 ଯୋୟାବ ଅମାସାକୁ ପଗ୍ଭରିଲା, “କି ଭାଇ ତୁମ୍ଭର ମଙ୍ଗଳ?” ତହୁଁ ଯୋୟାବ ଅମାସାକୁ ଚୁମ୍ବନ କରିବା ପାଇଁ ନିଜର ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। See the chapterଓଡିଆ ବାଇବେଲ9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। See the chapter |