Online Bible

- Advertisements -




2 ଶାମୁୟେଲ 21:4 - ପବିତ୍ର ବାଇବଲ

4 ତହିଁରେ ଗିବିୟୋନୀୟମାନେ ରାଜାଙ୍କୁ କହିଲେ, “ଆମ୍ଭମାନଙ୍କୁ କ୍ଷତି ପୂରଣ ଦେବା ପାଇଁ କିମ୍ବା ତାଙ୍କ ବଂଶରେ ଯଥେଷ୍ଟ ସୁନା କି ରୂପା ନାହିଁ। କିନ୍ତୁ ଇସ୍ରାଏଲରେ କାହାକୁ ହତ୍ୟା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।” ତା'ପରେ ସେ କହିଲେ, “ତୁମ୍ଭେମାନେ ଯାହା ଗ୍ଭହିଁବ ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ଵନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ତ କରିବା ଆମ୍ଭମାନଙ୍କର ଉଚିତ ନୁହେଁ। ତହୁଁ ସେ କହିଲେ, ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।

See the chapter Copy

ଓଡିଆ ବାଇବେଲ

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

See the chapter Copy




2 ଶାମୁୟେଲ 21:4

Follow us:

Advertisements


Advertisements