2 ଶାମୁୟେଲ 22:1 - ପବିତ୍ର ବାଇବଲ1 ଯେଉଁ ସମୟରେ ସଦାପ୍ରଭୁ ଯାବତୀୟ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ; See the chapterଓଡିଆ ବାଇବେଲ1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ; See the chapter |