Online Bible

- Advertisements -




2 ଶାମୁୟେଲ 22:10 - ପବିତ୍ର ବାଇବଲ

10 ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ସେ ମଧ୍ୟ ଆକାଶମଣ୍ତଳକୁ ନତ କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।

See the chapter Copy

ଓଡିଆ ବାଇବେଲ

10 ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।

See the chapter Copy




2 ଶାମୁୟେଲ 22:10

Follow us:

Advertisements


Advertisements