Online Bible

- Advertisements -




2 ଶାମୁୟେଲ 22:12 - ପବିତ୍ର ବାଇବଲ

12 ସଦାପ୍ରଭୁ କଳା, ଘନ ବାଦଲ ଖଣ୍ତ ଭିତରେ ଲୁଚି ଗଲେ, ସତେ ଯେମିତି ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳି ଯୁକ୍ତ ମେଘ ଭିତରେ ଲୁଚି ଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ଵରୂପ କଲେ।

See the chapter Copy

ଓଡିଆ ବାଇବେଲ

12 ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।

See the chapter Copy




2 ଶାମୁୟେଲ 22:12

Follow us:

Advertisements


Advertisements