2 ଶାମୁୟେଲ 22:17 - ପବିତ୍ର ବାଇବଲ17 ସଦାପ୍ରଭୁ ଉର୍ଦ୍ଧରୁ ମୋତେ ହସ୍ତ ବଢ଼ାଇ ଉଦ୍ଧାର କଲେ। ସଦାପ୍ରଭୁ ସେହି ଗଭୀର ଜଳରୁ ହାତ ବଢ଼ାଇ ମୋତେ ଟେକି ଆଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)17 ସେ ଊର୍ଦ୍ଧ୍ଵରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ। See the chapterଓଡିଆ ବାଇବେଲ17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ। See the chapter |