2 ଶାମୁୟେଲ 22:25 - ପବିତ୍ର ବାଇବଲ25 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ, କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ୍ କରି ନାହିଁ। ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ଶୌଚାନୁସାରେ ମୋତେ ଫଳ ଦେଲେ। See the chapterଓଡିଆ ବାଇବେଲ25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ। See the chapter |