Online Bible

- Advertisements -




2 ଶାମୁୟେଲ 22:28 - ପବିତ୍ର ବାଇବଲ

28 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର କିନ୍ତୁ ଗର୍ବୀ ଓ ଅହଂକାରୀର ଦର୍ପକୁ ଚୂର୍ଣ୍ଣ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କରିବ; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।

See the chapter Copy

ଓଡିଆ ବାଇବେଲ

28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।

See the chapter Copy




2 ଶାମୁୟେଲ 22:28

Follow us:

Advertisements


Advertisements