2 ଶାମୁୟେଲ 22:3 - ପବିତ୍ର ବାଇବଲ3 ସେ ମୋର ପରମେଶ୍ୱର, ଶୈଳସ୍ୱରୂପ, ମୁଁ ତାଙ୍କ ପାଖକୁ ଆଶ୍ରୟ ପାଇଁ ଦୌଡ଼ିବି, ପରମେଶ୍ୱର ମୋର ଢାଲ, ତାଙ୍କର ଶକ୍ତି ମୋତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମୋର ଆଶ୍ରୟ ସ୍ଥାନ, ମୋର ନିରାପଦ ସ୍ଥାନ, ଉଚ୍ଚ ଦୁର୍ଗ, ସେ ମୋତେ ଦୁଷ୍ଟମାନଙ୍କର ଦୌରାତ୍ମ୍ୟରୁ ରକ୍ଷା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ , ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ। See the chapterଓଡିଆ ବାଇବେଲ3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ। See the chapter |