Online Bible

- Advertisements -




2 ଶାମୁୟେଲ 22:38 - ପବିତ୍ର ବାଇବଲ

38 ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିବା ପାଇଁ ସେମାନଙ୍କୁ ଗୋଡ଼ାଇବି, ସେମାନଙ୍କୁ ଧ୍ୱଂସ ନ କରିବା ଯାଏ। ସେମାନେ ବିନାଶ ନ ହେବା ପର୍ଯ୍ୟନ୍ତ ମୁଁ ଫେରିବି ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।

See the chapter Copy

ଓଡିଆ ବାଇବେଲ

38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।

See the chapter Copy




2 ଶାମୁୟେଲ 22:38

Follow us:

Advertisements


Advertisements