2 ଶାମୁୟେଲ 22:46 - ପବିତ୍ର ବାଇବଲ46 ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ। See the chapterପବିତ୍ର ବାଇବଲ (Re-edited) - (BSI)46 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ। See the chapterଓଡିଆ ବାଇବେଲ46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ। See the chapter |