2 ଶାମୁୟେଲ 22:49 - ପବିତ୍ର ବାଇବଲ49 ପରମେଶ୍ୱର ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି। ଯେଉଁ ଲୋକମାନେ ମୋ’ ବିରୁଦ୍ଧରେ ଉଠିଛନ୍ତି, ସେମାନଙ୍କୁ ପରାସ୍ତ କରିବାରେ ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋତେ ସେହି ନିର୍ଦ୍ଦୟଲୋକମାନଙ୍କଠାରୁ ରକ୍ଷା କଲ। See the chapterପବିତ୍ର ବାଇବଲ (Re-edited) - (BSI)49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। See the chapterଓଡିଆ ବାଇବେଲ49 ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। See the chapter |