2 ଶାମୁୟେଲ 22:5 - ପବିତ୍ର ବାଇବଲ5 ମୋର ଶତ୍ରୁମାନେ ସର୍ବଦା ମୋତେ ମାରିବାକୁ ଚେଷ୍ଟା କରିଛନ୍ତି। ମୃତ୍ୟୁର ଲହରୀ ମୋତେ ବେଷ୍ଟନ କଲା, ବନ୍ୟାଜଳ ମୋତେ ମୃତ୍ୟୁର ଗହ୍ୱରକୁ ନେଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)5 କାରଣ ମୃତ୍ୟୁରୂପ ଲହରୀ ମୋତେ ବେଷ୍ଟନ କଲା, ପାପାଧମତାର ପ୍ଳାବନ ମୋତେ ଭୀତ କଲା। See the chapterଓଡିଆ ବାଇବେଲ5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା। See the chapter |