2 ଶାମୁୟେଲ 22:50 - ପବିତ୍ର ବାଇବଲ50 ହେ ସଦାପ୍ରଭୁ, ସେଥିପାଇଁ ମୁଁ ମୋର ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ଗାଏ। See the chapterପବିତ୍ର ବାଇବଲ (Re-edited) - (BSI)50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି। See the chapterଓଡିଆ ବାଇବେଲ50 ଏହେତୁ ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। See the chapter |