2 ଶାମୁୟେଲ 22:7 - ପବିତ୍ର ବାଇବଲ7 ମୁଁ ଫାନ୍ଦରେ ପଡ଼ି ସହାୟତା ପାଇଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋର ଡାକ ଶୁଣିଲେ। ସେ ମୋର ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ଵରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା। See the chapterଓଡିଆ ବାଇବେଲ7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା। See the chapter |