2 ଶାମୁୟେଲ 23:15 - ପବିତ୍ର ବାଇବଲ15 ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ କେହି ବୈଥ୍ଲେହମରେ ନଗରଦ୍ୱାର ନିକଟସ୍ଥ କୂଅରୁ ଜଳ ଦିଅନ୍ତା କି।” See the chapterପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି ! See the chapterଓଡିଆ ବାଇବେଲ15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!” See the chapter |