2 ଶାମୁୟେଲ 23:9 - ପବିତ୍ର ବାଇବଲ9 ତା'ପରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ଜଣ ଶକ୍ତିଶାଳୀ ବୀରଙ୍କ ମଧ୍ୟରେ ଜଣେ ଥିଲା, ଯେତେବେଳେ ସେମାନେ ପଲେଷ୍ଟୀୟମାନଙ୍କୁ ମୁକାବୁଲା କଲେ, ସେମାନେ ଦାଉଦଙ୍କ ସହିତ ଥିଲେ। ସେମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ କିନ୍ତୁ ଇସ୍ରାଏଲ ଲୋକମାନେ ଦୌଡ଼ି ପଳାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ-ଲୋକମାନେ ପଳାନ୍ତେ, See the chapterଓଡିଆ ବାଇବେଲ9 ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ, See the chapter |