2 ଶାମୁୟେଲ 24:10 - ପବିତ୍ର ବାଇବଲ10 ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।” See the chapterପବିତ୍ର ବାଇବଲ (Re-edited) - (BSI)10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି। See the chapterଓଡିଆ ବାଇବେଲ10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।” See the chapter |