2 ଶାମୁୟେଲ 24:11 - ପବିତ୍ର ବାଇବଲ11 ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)11 ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, See the chapterଓଡିଆ ବାଇବେଲ11 ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, See the chapter |