2 ଶାମୁୟେଲ 24:12 - ପବିତ୍ର ବାଇବଲ12 ସଦାପ୍ରଭୁ ଗାଦ୍କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’” See the chapterପବିତ୍ର ବାଇବଲ (Re-edited) - (BSI)12 ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ। See the chapterଓଡିଆ ବାଇବେଲ12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’” See the chapter |